Genesis 46:28 — Compare Translations
5 translations compared side by side
Odia - 1840
"ଯାକୁବ ଯୋଷଫଙ୍କେ ପାଖକୁ ଏହି ଖବର ଦବୋ ପାଇଁ ୟିଦୁହାଙ୍କୁ ଆଗ ରେ ପଠାଇଲେ। ଯିହୁଦା ଯୋଷଫଙ୍କେ ପାଖକୁ ଗଲେ। କାରଣ ସେ ତାଙ୍କୁ ଗୋଶନ ପ୍ରଦେଶକୁ ୟିବାକୁ ବାଟ ଦଖାଇବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ମିଶରକୁ ପ୍ରବେଶ କଲେ ଯାକୁବ ଯୋଷେଫଙ୍କ ପାଖକୁ ଏହି ଖବର ଦେବା ପାଇଁ ଯିହୁଦାଙ୍କୁ ଆଗରେ ପଠାଇଲେ। ଯିହୁଦା ଯୋଷେଫଙ୍କ ପାଖକୁ ଗଲେ। କାରଣ ସେ ତାଙ୍କୁ ଗୋଶନ ପ୍ରଦେଶକୁ ଯିବାକୁ ବାଟ ଦେଖାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ।