Genesis 46:29 — Compare Translations

5 translations compared side by side

Odia - 1840
"ଯୋଷଫେ ଜାଣିଲେ ଯେ ତାଙ୍କର ପିତା ଇଶ୍ରାୟେଲ ଆସୁଛନ୍ତି। ତେଣୁ ଗୋଶନକୁ ୟାଇ ତାଙ୍କର ପିତାଙ୍କୁ ଦଖାେ କରିବା ପାଇଁ ଯୋଷଫେ ତାଙ୍କର ରଥ ସଜାଡ଼ିଲେ। ଯେତବେେଳେ ଯୋଷଫେ ତାଙ୍କର ପିତାଙ୍କୁ ଦେଖିଲେ ସେ ତାହାଙ୍କ ଗଳାଧରି ବହୁ ସମୟ ରୋଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ୍ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ବେଳ ଯାଏ ରୋଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଜାଣିଲେ ଯେ ତାଙ୍କର ପିତା ଇସ୍ରାଏଲ ଆସୁଛନ୍ତି। ତେଣୁ ଗୋଶନକୁ ଯାଇ ତାଙ୍କର ପିତାଙ୍କୁ ଦେଖା କରିବା ପାଇଁ ଯୋଷେଫ ତାଙ୍କର ରଥ ସଜାଡ଼ିଲେ। ଯେତେବେଳେ ଯୋଷେଫ ତାଙ୍କର ପିତାଙ୍କୁ ଦେଖିଲେ ସେ ତାହାଙ୍କ ଗଳାଧରି ବହୁ ସମୟ ରୋଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ।