Genesis 46:3 — Compare Translations
5 translations compared side by side
Odia - 1840
"ଏହାପରେ ପରମେଶ୍ବର କହିଲେ, ଆମ୍ଭେ ପରମେଶ୍ବର ତୁମ୍ଭ ପିତାଙ୍କର ପରମେଶ୍ବର। ମିଶରକୁ ୟିବାକୁ ଭୟ କର ନାହିଁ। ମିଶର ରେ ଆମ୍ଭେ ତୁମ୍ଭର ଏକ ବଡ଼ ବଂଶ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ କହିଲେ, ଆମ୍ଭେ ପରମେଶ୍ଵର, ତୁମ୍ଭ ପିତାର ପରମେଶ୍ଵର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱର କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର। ମିଶରକୁ ଯିବାକୁ ଭୟ କର ନାହିଁ। ମିଶରରେ ଆମ୍ଭେ ତୁମ୍ଭର ଏକ ବଡ଼ ବଂଶ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।