Genesis 46:30 — Compare Translations
5 translations compared side by side
Odia - 1840
"ଏହାପରେ ଇଶ୍ରାୟେଲ ଯୋଷଫଙ୍କେୁ କହିଲେ, ଏବେ ମୁଁ ଶାନ୍ତି ରେ ମରି ପାରିବି। ମୁଁ ତୁମ୍ଭର ଦର୍ଶନ ପାଇଲି ଏବଂ ଜାଣିଲି ଯେ ତୁମ୍ଭେ ଜୀବିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜିଯାଏ ବଞ୍ଚିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଏବେ ମୁଁ ଶାନ୍ତିରେ ମରି ପାରିବି। ମୁଁ ତୁମ୍ଭର ଦର୍ଶନ ପାଇଲି ଏବଂ ଜାଣିଲି ଯେ ତୁମ୍ଭେ ଜୀବିତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜି ପର୍ଯ୍ୟନ୍ତ ବଞ୍ଚିଅଛ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜି ପର୍ଯ୍ୟନ୍ତ ବଞ୍ଚିଅଛ।”