Genesis 46:31 — Compare Translations
5 translations compared side by side
Odia - 1840
"ଯୋଷଫେ ତାଙ୍କର ଭାଇମାନଙ୍କୁ କହିଲେ, ଏବଂ ତାଙ୍କ ପିତାଙ୍କର ପରିବାରବର୍ଗଙ୍କୁ, ମୁଁ ୟାଇ ଫାରୋଙ୍କୁ କହିବି ଯେ ତୁମ୍ଭମାନେେ ଏଠା ରେ ଅଛ। ମୁଁ ଫାରୋଙ୍କୁ କହିବି, ' ମାରେ ଭାଇମାନେ ଓ ମାରେ ପିତାଙ୍କର ଅନ୍ୟ ପରିବାରବର୍ଗ କିଣାନ ଦେଶ ଛାଡ଼ି ଏବେ ମାେ ପାଖ ରେ ଏହିଠା ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, ମୁଁ ଯାଇ ଫାରୋଙ୍କୁ ସମ୍ଵାଦ ଦେଇ କହିବି, କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋʼ ନିକଟକୁ ଆସିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ତାଙ୍କର ଭାଇମାନଙ୍କୁ ଏବଂ ତାଙ୍କ ପିତାଙ୍କର ପରିବାରବର୍ଗଙ୍କୁ କହିଲେ, “ମୁଁ ଯାଇ ଫାରୋଙ୍କୁ କହିବି ଯେ ତୁମ୍ଭେମାନେ ଏଠାରେ ଅଛ। ମୁଁ ଫାରୋଙ୍କୁ କହିବି, ‘ମୋର ଭାଇମାନେ ଓ ମୋର ପିତାଙ୍କର ଅନ୍ୟ ପରିବାରବର୍ଗ କିଣାନ ଦେଶ ଛାଡ଼ି ଏବେ ମୋ’ ପାଖରେ ଏହିଠାରେ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, “ମୁଁ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିବି, ‘କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋʼ ନିକଟକୁ ଆସିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, “ମୁଁ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିବି, କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋ’ ନିକଟକୁ ଆସିଅଛନ୍ତି।”