Genesis 46:32 — Compare Translations
5 translations compared side by side
Odia - 1840
"ସମାନେେ ମଷେପାଳକ, ମନୁଷ୍ଯମାନେ ଯେଉଁମାନେ ଜୀବନ୍ତ ପ୍ରାଣୀର ଯତ୍ନ ଦିଅନ୍ତି। ଏଣୁ ସମାନେେ ଆପଣାମାନଙ୍କ ଗୋମଷୋଦି ପଲ ପ୍ରଭୃତି ସର୍ବସ୍ବ ଆଣିଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପଶୁପାଳକ ଓ ପଶୁ ବ୍ୟବସାୟୀ, ଏଣୁ ସେମାନେ ଆପଣାମାନଙ୍କ ଗୋମେଷାଦି ପଲ ପ୍ରଭୃତି ସର୍ବସ୍ଵ ଆଣିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମେଷପାଳକ ମନୁଷ୍ୟମାନେ, ଯେଉଁମାନେ ଜୀବନ୍ତ ପ୍ରାଣୀର ଯତ୍ନ ନିଅନ୍ତି। ଏଣୁ ସେମାନେ ଆପଣାମାନଙ୍କ ଗୋମେଷାଦି ପଲ ପ୍ରଭୃତି ସର୍ବଶ୍ୱ ଆଣିଛନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପଶୁପାଳକ ଓ ପଶୁ ବ୍ୟବସାୟୀ, ଏଣୁ ସେମାନେ ଆପଣାମାନଙ୍କ ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ଆଣିଅଛନ୍ତି।’
Odia IRV 2017 (ଓଡିଆ ବାଇବେଲ)
ସେମାନେ ପଶୁପାଳକ ଓ ପଶୁ ବ୍ୟବସାୟୀ, ଏଣୁ ସେମାନେ ଆପଣାମାନଙ୍କ ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ଆଣିଅଛନ୍ତି।