Genesis 46:33 — Compare Translations
5 translations compared side by side
Odia - 1840
"ତହିଁରେ ଫାରୋ ତୁମ୍ଭମାନଙ୍କୁ ଡ଼କାଇ 'ତୁମ୍ଭର ବ୍ଯବସାଯ ବିଷଯ ରେ ପଚାରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଫାରୋ ତୁମ୍ଭମାନଙ୍କୁ ଡକାଇ ତୁମ୍ଭମାନଙ୍କର କେଉଁ ବ୍ୟବସାୟ? ଏ କଥା ଯେତେବେଳେ ପଚାରିବେ,
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଫାରୋ ତୁମ୍ଭମାନଙ୍କୁ ଡକାଇ ‘ତୁମ୍ଭର ବ୍ୟବସାୟ ବିଷୟରେ ପଗ୍ଭରିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଫାରୋ ତୁମ୍ଭମାନଙ୍କୁ ଡକାଇ ‘ତୁମ୍ଭମାନଙ୍କର କେଉଁ ବ୍ୟବସାୟ?’ ଏ କଥା ଯେତେବେଳେ ପଚାରିବେ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଫାରୋ ତୁମ୍ଭମାନଙ୍କୁ ଡକାଇ ତୁମ୍ଭମାନଙ୍କର କେଉଁ ବ୍ୟବସାୟ? ଏ କଥା ଯେତେବେଳେ ପଚାରିବେ,