Genesis 46:34 — Compare Translations
5 translations compared side by side
Odia - 1840
"ତୁମ୍ଭେ ତାଙ୍କୁ କହିବ. 'ଆମ୍ଭେ ମଷେପାଳକ ଅଟୁ, ଆମ୍ଭ ପରିବାର ସମସ୍ତେ ମଷେପାଳକ ଓ ଆମ୍ଭ ପୂର୍ବରୁ ଯେତବେେଳେ ଆମ୍ଭେ ୟୁବା ଥିଲୁ, ଜୀବନ୍ତ ପ୍ରଣୀମାନଙ୍କର ଯତ୍ନ ନେଉଥିଲୁ।' ଏହାପରେ ଫାରୋ ତୁମ୍ଭମାନଙ୍କୁ ଗୋଶନ ରେ ରହିବାକୁ ଅନୁମତି ଦବେେ। କାରଣ ମିଶରର ଲୋକମାନେ ମଷେପାଳକଙ୍କୁ ସମାନଙ୍କେର ଅଞ୍ଚଳ ପାଖ ରେ ରଖିବାକୁ ପସନ୍ଦ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ତୁମ୍ଭେମାନେ କହିବ, ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁବ୍ୟବସାୟୀ; ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସ୍ରୀୟମାନଙ୍କ ନିକଟରେ ଘୃଣାସ୍ପଦ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତାଙ୍କୁ କହିବ. ‘ଆମ୍ଭେ ମେଷପାଳକ ଅଟୁ, ଆମ୍ଭ ପରିବାର ସମସ୍ତେ ମେଷପାଳକ ଓ ଆମ୍ଭ ପୂର୍ବରୁ ଯେତେବେଳେ ଆମ୍ଭେ ଯୁବା ଥିଲୁ, ଜୀବନ୍ତ ପ୍ରାଣୀମାନଙ୍କର ଯତ୍ନ ନେଉଥିଲୁ।’ ଏହା ପରେ ଫାରୋ ତୁମ୍ଭମାନଙ୍କୁ ଗୋଶନରେ ରହିବାକୁ ଅନୁମତି ଦେବେ। କାରଣ ମିଶରର ଲୋକମାନେ ମେଷପାଳକଙ୍କୁ ସେମାନଙ୍କର ଅଞ୍ଚଳ ପାଖରେ ରଖିବାକୁ ପସନ୍ଦ କରନ୍ତି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତୁମ୍ଭେମାନେ କହିବ, ‘ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁ ବ୍ୟବସାୟୀ;’ ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସରୀୟମାନଙ୍କ ନିକଟରେ ଘୃଣାଯୋଗ୍ୟ ଅଟନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ତୁମ୍ଭେମାନେ କହିବ, “ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁ ବ୍ୟବସାୟୀ; ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସ୍ରୀୟମାନଙ୍କ ନିକଟରେ ଘୃଣାଯୋଗ୍ୟ ଅଟନ୍ତି।”