Genesis 46:4 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭ ସହିତ ମିଶରକୁ ୟିବି। ଏବଂ ଆମ୍ଭେ ତୁମ୍ଭକୁ ପୁନ୍ନରାଯ ମିଶରରୁ ଆଣିବା। ତୁମ୍ଭେ ମିଶର ରେ ଦହେତ୍ଯାଗ କରିବ। ତୁମ୍ଭେ ଦହେ ତ୍ଯାଗ କରିବା ସମୟରେ ଯୋଷଫେ ତୁମ୍ଭ ପାଖ ରେ ଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭ ସହିତ ମିଶରକୁ ଯିବି। ଏବଂ ଆମ୍ଭେ ତୁମ୍ଭକୁ ପୁନରାୟ ମିଶରରୁ ଆଣିବା। ତୁମ୍ଭେ ମିଶରରେ ଦେହ ତ୍ୟାଗ କରିବ। ତୁମ୍ଭେ ଦେହ ତ୍ୟାଗ କରିବା ସମୟରେ ଯୋଷେଫ ତୁମ୍ଭ ପାଖରେ ଥିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।”