Genesis 46:5 — Compare Translations
5 translations compared side by side
Odia - 1840
"ଏହାପରେ ଯାକୁବ ବରେଶବୋ ଛାଡ଼ି ମିଶରକୁ ୟାତ୍ରା କଲେ। ଇଶ୍ରାଯାଲଙ୍କ ପୁତ୍ରମାନେ ତାଙ୍କ ପିତା ଯାକୁବଙ୍କୁ, ତାଙ୍କ ପିଲାମାନଙ୍କୁ ଏବଂ ତାଙ୍କ ସ୍ତ୍ରୀମାନେ ଫାରୋଙ୍କ ଦ୍ବାରା ପ୍ ରରେିତ ଶକଟ ରେ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯାକୁବ ବେରଶେବାଠାରୁ ଯାତ୍ରା କଲେ; ପୁଣି ତାଙ୍କୁ ବହିବା ନିମନ୍ତେ ଫାରୋ ଯେଉଁ ଶକଟ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ମିଶରକୁ ଗଲେ ଏହା ପରେ ଯାକୁବ ବେର୍ଶେବା ଛାଡ଼ି ମିଶରକୁ ଯାତ୍ରା କଲେ। ଇସ୍ରାଏଲଙ୍କ ପୁତ୍ରମାନେ, ତାଙ୍କ ପିତା ଯାକୁବ, ତାଙ୍କ ପିଲାମାନେ ଏବଂ ତାଙ୍କ ସ୍ତ୍ରୀମାନେ ଫାରୋଙ୍କ ଦ୍ୱାରା ପ୍ରେରିତ ଶକଟରେ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାକୁବ ବେର୍ଶେବାଠାରୁ ଯାତ୍ରା କଲେ; ପୁଣି, ତାଙ୍କୁ ନେବା ନିମନ୍ତେ ଫାରୋ ଯେଉଁ ଶଗଡ଼ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାକୁବ ବେର୍ଶେବାଠାରୁ ଯାତ୍ରା କଲେ; ପୁଣି, ତାଙ୍କୁ ନେବା ନିମନ୍ତେ ଫାରୋ ଯେଉଁ ଶଗଡ଼ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇ ଗଲେ।