Genesis 46:6 — Compare Translations

5 translations compared side by side

Odia - 1840
"ସମାନେେ ମଧ୍ଯ ସମାନଙ୍କେର ଥିବା ସମସ୍ତ ପଶୁ ଏବଂ ସମାନେେ ଯାହା ଜିନିଷ କିଣାନ ଦେଶ ରେ ଅର୍ଜନ କରିଥିଲେ ଏବଂ ତାହାସବୁ ମିଶର ଦେଶକୁ ନେଲେ, ଯାକୁବଙ୍କର ସମସ୍ତ ବଂଶଧରଙ୍କର ସହିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ, ଅର୍ଥାତ୍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ଉତ୍ତରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମଧ୍ୟ ସେମାନଙ୍କର ଥିବା ସମସ୍ତ ପଶୁ ଏବଂ ସେମାନେ ଯାହା ଜିନିଷ କିଣାନ ଦେଶରେ ଅର୍ଜ୍ଜନ କରିଥିଲେ ତାହା ସବୁ ମିଶର ଦେଶକୁ ନେଲେ, ଯାକୁବଙ୍କର ସମସ୍ତ ବଂଶଧର ସହିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ, ଅର୍ଥାତ୍‍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ, ଅର୍ଥାତ୍‍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ।