Genesis 46:7 — Compare Translations
5 translations compared side by side
Odia - 1840
"ତାଙ୍କ ସହିତ ତାଙ୍କର ପୁଅ, ଝିଅ, ନାତି ଓ ନାତୁଣି ସମସ୍ତେ ମିଶରକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ଯାକୁବ ଆପଣା ପୁତ୍ର ପୌତ୍ର ଓ ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ସହିତ ତାଙ୍କର ପୁଅ, ଝିଅ, ନାତି ଓ ନାତୁଣି ସମସ୍ତେ ମିଶରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ଯାକୁବ ଆପଣା ପୁତ୍ରପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ଯାକୁବ ଆପଣା ପୁତ୍ର ପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।