Genesis 46:8 — Compare Translations
5 translations compared side by side
Odia - 1840
"ମିଶର ଦେଶକୁ ଆଗତ ଇଶ୍ରାୟେଲ ବଂଶ ଅର୍ଥାତ ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ । ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍ ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବଙ୍କ ପରିବାର ମିଶର ଦେଶକୁ ଆଗତ ଇସ୍ରାଏଲ ବଂଶ ଅର୍ଥାତ ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ପ୍ରଥମଜାତ ରୁବେନ୍ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍।
Odia IRV 2017 (ଓଡିଆ ବାଇବେଲ)
ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍।