Genesis 47:1 — Compare Translations
5 translations compared side by side
Odia - 1840
"ଯୋଷଫେ ଫାରୋଙ୍କ ନିକଟକୁ ୟାଇ କହିଲେ, ମାରେ ପିତା, ଭାଇମାନେ ଓ ସମାନଙ୍କେର ସମସ୍ତ ପରିବାର ଏବେ ସମାନେେ କିଣାନ ଦେଶରୁ ଆସିଛନ୍ତି। ସମାନଙ୍କେର ସର୍ବସ୍ବ ଓ ପଶୁପଲ ସହ ସମାନେେ ଏହିଠା ରେ ଅଛନ୍ତି। ସମାନେେ ବର୍ତ୍ତମାନ ଗୋଶନ ପ୍ରଦେଶ ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫ ଯାଇ ଫାରୋଙ୍କୁ ସମ୍ଵାଦ ଦେଇ କହିଲେ, ମୋʼ ପିତା ଓ ଭାଇମାନେ କିଣାନ ଦେଶରୁ ଆପଣା ଗୋମେଷାଦି ପଲ ପ୍ରଭୃତି ସର୍ବସ୍ଵ ନେଇ ଆସି ଅଛନ୍ତି; ଦେଖନ୍ତୁ, ସେମାନେ ଗୋଶନ ପ୍ରଦେଶରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଗୋଶନରେ ବସତି ସ୍ଥାପନ କଲେ ଯୋଷେଫ ଫାରୋଙ୍କ ନିକଟକୁ ଯାଇ କହିଲେ, “ମୋର ପିତା ଓ ଭାଇମାନେ ସେମାନଙ୍କର ସମସ୍ତ ପରିବାର ଏବେ କିଣାନ ଦେଶରୁ ଆସିଛନ୍ତି। ସେମାନଙ୍କର ସର୍ବଶ୍ୱ ଓ ପଶୁପଲ ସହ ସେମାନେ ଏହିଠାରେ ଅଛନ୍ତି। ସେମାନେ ବର୍ତ୍ତମାନ ଗୋଶନ ପ୍ରଦେଶରେ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିଲେ, “ମୋʼ ପିତା ଓ ଭାଇମାନେ କିଣାନ ଦେଶରୁ ଆପଣା ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ନେଇ ଆସିଅଛନ୍ତି; ଦେଖନ୍ତୁ, ସେମାନେ ଗୋଶନ ପ୍ରଦେଶରେ ଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିଲେ, “ମୋ’ ପିତା ଓ ଭାଇମାନେ କିଣାନ ଦେଶରୁ ଆପଣା ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ନେଇ ଆସି ଅଛନ୍ତି; ଦେଖନ୍ତୁ, ସେମାନେ ଗୋଶନ ପ୍ରଦେଶରେ ଅଛନ୍ତି।”