Genesis 47:10 — Compare Translations

5 translations compared side by side

Odia - 1840
"ଏହାପରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ। ତାଙ୍କ ଛାମୁ ରେ ବିଦାଯ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯାକୁବ ଫାରୋଙ୍କୁ ଆଶୀର୍ବାଦ କରି ତାଙ୍କ ଛାମୁରୁ ବିଦାୟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ। ତାଙ୍କ ଛାମୁରୁ ବିଦାୟ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କରି ତାଙ୍କ ଛାମୁରୁ ବିଦାୟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କରି ତାଙ୍କ ଛାମୁରୁ ବିଦାୟ ହେଲେ।