Genesis 47:11 — Compare Translations
5 translations compared side by side
Odia - 1840
"ଯୋଷଫେ ଫାରୋ ଯେପରି ଆଜ୍ଞା ଦେଲେ ସପରେି କଲେ ଓ ଭାଇମାନଙ୍କୁ ଭୂମି ଦେଲେ। ସହେି ଭୂମି ମିଶର ରେ ସବୁଠାରୁ ଉତ୍ତମ ଭୂମି ଥିଲା। ରାମିଷେଷ୍ ଅଞ୍ଚଳ ତାଙ୍କ ଅଧିକାର ରେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ମିସର ଦେଶର ସର୍ବୋତ୍ତମ ଅଞ୍ଚଳରେ, ଅର୍ଥାତ୍, ରାମିଷେଷ୍ ପ୍ରଦେଶରେ ଅଧିକାର ଦେଇ ଆପଣା ପିତା ଓ ଭାଇମାନଙ୍କର ଅବସ୍ଥିତି କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ଯେପରି ଆଜ୍ଞା ଦେଲେ ଯୋଷେଫ ସେହିପରି କଲେ ଓ ଭାଇମାନଙ୍କୁ ଭୂମି ଦେଲେ। ସେହି ଭୂମି ମିଶରରେ ସବୁଠାରୁ ଉତ୍ତମ ଭୂମି ଥିଲା। ରାମିଷେଷ୍ ଅଞ୍ଚଳ ତାଙ୍କ ଅଧିକାରରେ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ମିସର ଦେଶର ସର୍ବୋତ୍ତମ ଅଞ୍ଚଳରେ, ଅର୍ଥାତ୍, ରାମିଷେଷ୍ ପ୍ରଦେଶରେ ଅଧିକାର ଦେଇ ଆପଣା ପିତା ଓ ଭାଇମାନଙ୍କର ଅବସ୍ଥିତି କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ମିସର ଦେଶର ସର୍ବୋତ୍ତମ ଅଞ୍ଚଳରେ, ଅର୍ଥାତ୍, ରାମିଷେଷ୍ ପ୍ରଦେଶରେ ଅଧିକାର ଦେଇ ଆପଣା ପିତା ଓ ଭାଇମାନଙ୍କର ଅବସ୍ଥିତି କରାଇଲେ।