Genesis 47:12 — Compare Translations

5 translations compared side by side

Odia - 1840
"ଯୋଷଫେ ତାଙ୍କର ପିତା, ଭାଇମାନଙ୍କୁ ଏବଂ ସମାନଙ୍କେ ପରିବାରକୁ ଆବଶ୍ଯକ ପରିମାଣ ରେ ଖାଦ୍ୟ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟ ଦ୍ରବ୍ୟ ଦେଇ ପ୍ରତିପାଳନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ତାଙ୍କର ପିତା, ଭାଇମାନଙ୍କୁ ଏବଂ ସେମାନଙ୍କ ପରିବାରକୁ ଆବଶ୍ୟକ ପରିମାଣରେ ଖାଦ୍ୟ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟଦ୍ରବ୍ୟ ଦେଇ ପ୍ରତିପାଳନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟ ଦ୍ରବ୍ୟ ଦେଇ ପ୍ରତିପାଳନ କଲେ।