Genesis 47:13 — Compare Translations

5 translations compared side by side

Odia - 1840
"ସହେି ସମୟରେ ଅତିଶଯ ଦୁର୍ଭିକ୍ଷ ହବୋରୁ ସର୍ବଦେଶ ରେ ଖାଦ୍ୟଦ୍ରବ୍ଯର ଅଭାବ ହେଲା। ତହିଁରେ ମିଶର ଦେଶୀଯ ଓ କିଣାନ ଦେଶୀଯ ଲୋକମାନେ ଦୁର୍ଭିକ୍ଷ ଦତେୁ ପ୍ରାଯ ମୂର୍ଚ୍ଛାଗତ ହବୋକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା; ତହିଁରେ ମିସର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଫାରୋଙ୍କ ପାଇଁ ଜମି କିଣିଲେ ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା। ତହିଁରେ ମିଶର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା; ତହିଁରେ ମିସର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା; ତହିଁରେ ମିସର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ।