Genesis 47:14 — Compare Translations

5 translations compared side by side

Odia - 1840
"ଆଉ ମିଶର ଦେଶ ରେ ଓ କିଣିନଦେଶ ରେ ଯେତେ ରୂପା ଥିଲା। ଲୋକମନେେ ତାହା ଦଇେ ଶସ୍ଯ କିଣିବାରୁ ଯୋଷଫେ ସେ ସବୁ ରୂପା ସଂଗ୍ରର କରି ଫାରୋଙ୍କର ଗୃହକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମିସର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା, ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମିଶର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା। ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେ ସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମିସର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା, ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ମିସର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା, ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ।