Genesis 47:15 — Compare Translations
5 translations compared side by side
Odia - 1840
"ଏହାପରେ ମିଶର ଦେଶ ରେ ଓ କିଣାନ ଦେଶ ରେ ରୂପାର ଅଭାବ ହୁଅନ୍ତେ ମିଶ୍ରୀଯ ଲୋକ ସମସ୍ତେ ଯୋଷଫଙ୍କେ ନିକଟକୁ ଆସିଲେ ଏବଂ କହିଲେ, ଆମ୍ଭମାନଙ୍କୁ ଖାଦ୍ୟ ସାମଗ୍ରି ଦିଅନ୍ତୁ। ଆମ୍ଭେ କାହିଁକି ତୁମ୍ଭ ସମ୍ମୁଖ ରେ ମରିବୁ। କାରଣ ଆମ୍ଭର ଆଉ ଅଧିକ ରୂପା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସ୍ରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କିହେତୁ ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମିଶର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ ମିସ୍ରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସିଲେ ଏବଂ କହିଲେ, “ଆମ୍ଭମାନଙ୍କୁ ଖାଦ୍ୟ ସାମଗ୍ରୀ ଦିଅନ୍ତୁ। ଆମ୍ଭେ କାହିଁକି ତୁମ୍ଭ ସମ୍ମୁଖରେ ମରିବୁ। କାରଣ ଆମ୍ଭର ଆଉ ଅଧିକ ରୂପା ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କାହିଁକି ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ?”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସ୍ରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କାହିଁକି ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ?”