Genesis 47:16 — Compare Translations
5 translations compared side by side
Odia - 1840
"କିନ୍ତୁ ଯୋଷଫେ ଉତ୍ତର ଦେଲେ, ତୁମ୍ଭର ପଇସା ସବୁ ଶଷେ ହବୋରୁ ତୁମ୍ଭର ପଶୁମାନଙ୍କୁ ମାେତେ ଦିଅ ଓ ମୁଁ ତୁମ୍ଭମାନଙ୍କୁ ଖାଦ୍ୟ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋଷେଫ କହିଲେ, ତୁମ୍ଭମାନଙ୍କର ପଶୁ ଦିଅ; ଯେବେ ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୋଷେଫ ଉତ୍ତର ଦେଲେ, “ତୁମ୍ଭର ପଇସା ସବୁ ଶେଷ ହେବାରୁ ତୁମ୍ଭର ପଶୁମାନଙ୍କୁ ମୋତେ ଦିଅ ଓ ମୁଁ ତୁମ୍ଭମାନଙ୍କୁ ଖାଦ୍ୟ ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋଷେଫ କହିଲେ, “ତୁମ୍ଭମାନଙ୍କର ପଶୁ ଦିଅ; ଯଦି ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋଷେଫ କହିଲେ, “ତୁମ୍ଭମାନଙ୍କର ପଶୁ ଦିଅ; ଯଦି ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା।”