Genesis 47:17 — Compare Translations

5 translations compared side by side

Odia - 1840
"ତେଣୁ ଲୋକମାନେ ତାଙ୍କର ଜୀବନ୍ତ ପଶୁ ସବୁ ଯୋଷଫଙ୍କେ ନିକଟକୁ ଆଣିଲେ। ସେ ତାଙ୍କୁ ଅଶ୍ବ, ମଷେ ଏବଂ ଛଳେି ପଶୁପଲ ଏବଂ ଗଧ ବଦଳ ରେ ଖାଦ୍ୟ ଦ୍ରବ୍ଯ ଦେଲେ। ସେ ବର୍ଷ ଯୋଷଫେ ସମାନଙ୍କେର ଖାଦ୍ୟ ବଦଳ ରେ ସମସ୍ତ ଜୀବନ୍ତ ପଶୁ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ଵ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲୋକମାନେ ତାଙ୍କର ଜୀବନ୍ତ ପଶୁସବୁ ଯୋଷେଫଙ୍କ ନିକଟକୁ ଆଣିଲେ। ସେମାନଙ୍କୁ ଅଶ୍ୱ, ମେଷ, ଛେଳି ପଶୁପଲ ଏବଂ ଗଧ ବଦଳରେ ଖାଦ୍ୟ ଦ୍ରବ୍ୟ ଦେଲେ। ସେ ବର୍ଷ ଯୋଷେଫ ସେମାନଙ୍କର ଖାଦ୍ୟ ବଦଳରେ ସମସ୍ତ ଜୀବନ୍ତ ପଶୁ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ୱ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ।
Odia IRV 2017 (ଓଡିଆ ବାଇବେଲ)