Genesis 47:18 — Compare Translations
5 translations compared side by side
Odia - 1840
"କିନ୍ତୁ ତା'ପର ବର୍ଷ, ସମାନଙ୍କେ ଦଇେ ଖାଦ୍ୟ ସଂଗ୍ରହ କରିବା ପାଇଁ, ଲୋକମାନଙ୍କ ନିକଟରେ ଆଉ ପଶୁ ନଥିଲା। ତେଣୁ ଲୋକମାନେ ଯୋଷଫଙ୍କେ ନିକଟକୁ ୟାଇ କହିଲେ, ତୁମ୍ଭେ ଜାଣ ଯେ ଆମ୍ଭ ମିକଟ ରେ ଆଉ ରୂପା ନାହିଁ। ଏବଂ ଆମ୍ଭମାନଙ୍କର ସମସ୍ତ ପଶୁ ସମ୍ପଦ ମଧ୍ଯ ମହାଶୟଙ୍କର ହାଇେଅଛି। ଏବେ ମହାଶୟଙ୍କ ସାକ୍ଷାତ ରେ ଆମ୍ଭମାନଙ୍କର ଦହେ ଓ ଭୂମି ବିନା ଆଉ କିଛି ଆମ୍ଭ ନିକଟରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ବର୍ଷ ସମ୍ପୂର୍ଣ୍ଣ ହୁଅନ୍ତେ, ଦ୍ଵିତୀୟ ବର୍ଷରେ ସେମାନେ ଯୋଷେଫଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କର ସମସ୍ତ ରୂପା ଶେଷ ହୋଇଅଛି; ତାହା ପ୍ରଭୁଙ୍କଠାରୁ ଲୁଚାଇବା ନାହିଁ; ପୁଣି ଆମ୍ଭମାନଙ୍କର ସମସ୍ତ ପଶୁଧନ ମଧ୍ୟ ପ୍ରଭୁଙ୍କର ହୋଇଅଛି; ଏବେ ପ୍ରଭୁଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଅବଶିଷ୍ଟ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତା’ପର ବର୍ଷ, ସେମାନଙ୍କୁ ପଶୁ ଦେଇ ଖାଦ୍ୟ ସଂଗ୍ରହ କରିବା ପାଇଁ, ଲୋକମାନଙ୍କ ନିକଟରେ ଆଉ ପଶୁ ନ ଥିଲା। ତେଣୁ ଲୋକମାନେ ଯୋଷେଫଙ୍କ ନିକଟକୁ ଯାଇ କହିଲେ, “ଆପଣ ଜାଣନ୍ତି ଯେ ଆମ୍ଭ ନିକଟରେ ଆଉ ରୂପା ନାହିଁ। ଏବଂ ଆମ୍ଭମାନଙ୍କର ସମସ୍ତ ପଶୁ ସମ୍ପଦ ମଧ୍ୟ ମହାଶୟଙ୍କର ହୋଇଅଛି। ଏବେ ମହାଶୟଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଆମ୍ଭ ନିକଟରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ବର୍ଷ ସମ୍ପୂର୍ଣ୍ଣ ହୁଅନ୍ତେ, ଦ୍ୱିତୀୟ ବର୍ଷରେ ସେମାନେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କର ସମସ୍ତ ରୂପା ଶେଷ ହୋଇଅଛି; ତାହା ପ୍ରଭୁଙ୍କଠାରୁ ଲୁଚାଇବା ନାହିଁ; ପୁଣି, ଆମ୍ଭମାନଙ୍କର ସମସ୍ତ ପଶୁଧନ ମଧ୍ୟ ପ୍ରଭୁଙ୍କର ହୋଇଅଛି; ଏବେ ପ୍ରଭୁଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଅବଶିଷ୍ଟ ନାହିଁ।
Odia IRV 2017 (ଓଡିଆ ବାଇବେଲ)