Genesis 47:19 — Compare Translations

5 translations compared side by side

Odia - 1840
"ନିଶ୍ଚିତ ରେ ଆମ୍ଭମାନେେ ତୁମ୍ଭ ସମ୍ମୁଖ ରେ ନିଶ୍ଚିତ ମରିବୁ। କିନ୍ତୁ ଯଦି ତୁମ୍ଭେ ଆମ୍ଭକୁ ଖାଦ୍ୟ ଦିଅ ତବେେ ଆମ୍ଭେ ଆମ୍ଭର ଭୂମି ଫାରୋଙ୍କୁ ଦବେୁ। ଏବଂ ଆମ୍ଭେ ତାଙ୍କର ଦାସ ହବେୁ। ଆମ୍ଭକୁ କିଛି ବିହନ ମଧ୍ଯ ଦିଅନ୍ତୁ। ଆମ୍ଭେ ଗଛ କରି ପାରିବୁ। ଏଥି ରେ ଆମ୍ଭେ ମରି ନୟାଇ ବଞ୍ଚିବୁ। ଏବଂ ଭୂମି ମଧ୍ଯ ଆମ୍ଭମାନଙ୍କ ପାଇଁ ଖାଦ୍ୟ ଯୋଗଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କିହେତୁ ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ଏଉତ୍ତାରୁ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି ଭୂମି ମଧ୍ୟ ବିନଷ୍ଟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ନିଶ୍ଚିତରେ ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ। କିନ୍ତୁ ଯଦି ଆପଣ ଆମ୍ଭକୁ ଖାଦ୍ୟ ଦିଅନ୍ତି ତେବେ ଆମ୍ଭେ ଆମ୍ଭର ଭୂମି ଫାରୋଙ୍କୁ ଦେବୁ। ଏବଂ ଆମ୍ଭେ ତାଙ୍କର ଦାସ ହେବୁ। ଆମ୍ଭକୁ କିଛି ବିହନ ମଧ୍ୟ ଦିଅନ୍ତୁ। ଆମ୍ଭେ ଗଛ କରି ପାରିବୁ। ଏଥିରେ ଆମ୍ଭେ ନ ମରି ବଞ୍ଚିବୁ। ଏବଂ ଭୂମି ମଧ୍ୟ ଆମ୍ଭମାନଙ୍କ ପାଇଁ ଖାଦ୍ୟ ଯୋଗାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କାହିଁକି ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ତାʼପରେ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି, ଭୂମି ମଧ୍ୟ ବିନଷ୍ଟ ହେବ।”
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କାହିଁକି ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ତା’ପରେ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି, ଭୂମି ମଧ୍ୟ ବିନଷ୍ଟ ହେବ।”