Genesis 47:2 — Compare Translations

5 translations compared side by side

Odia - 1840
"ଯୋଷଫେ ତାଙ୍କର ଭାଇମାନଙ୍କ ମଧ୍ଯରୁ ପାଞ୍ଚ ଜଣଙ୍କୁ ନଇେ ଫାରୋଙ୍କ ସହିତ ସାକ୍ଷାତ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋଷେଫ ଆପଣା ଭ୍ରାତୃଗଣ ମଧ୍ୟରୁ ପାଞ୍ଚଜଣଙ୍କୁ ନେଇ ଫାରୋଙ୍କ ସହିତ ସାକ୍ଷାତ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ତାଙ୍କର ଭାଇମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ନେଇ ଫାରୋଙ୍କ ସହିତ ସାକ୍ଷାତ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋଷେଫ ଆପଣା ଭ୍ରାତୃଗଣ ମଧ୍ୟରୁ ପାଞ୍ଚ ଜଣଙ୍କୁ ନେଇ ଫାରୋଙ୍କ ସହିତ ସାକ୍ଷାତ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋଷେଫ ଆପଣା ଭ୍ରାତୃଗଣ ମଧ୍ୟରୁ ପାଞ୍ଚଜଣଙ୍କୁ ନେଇ ଫାରୋଙ୍କ ସହିତ ସାକ୍ଷାତ କରାଇଲେ।