Genesis 47:20 — Compare Translations
5 translations compared side by side
Odia - 1840
"ତେଣୁ ଯୋଷଫେ ଫାରୋଙ୍କ ନିମନ୍ତେ ସମସ୍ତ ଭୂମି ମିଶର ରେ କ୍ରଯ କଲେ। ମିଶର ରେ ସମସ୍ତ ଲୋକ ସମାନଙ୍କେର ସମସ୍ତ ଭୂମି ସବୁ ବକ୍ରଯ କଲେ। ସମାନେେ ଭୋକରେ ଥିବାରୁ ଏହିପରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଦୁର୍ଭିକ୍ଷ ସେମାନଙ୍କ ପ୍ରତି ଅତି ଅସହ୍ୟ ହୁଅନ୍ତେ, ମିସ୍ରୀୟମାନେ ପ୍ରତ୍ୟେକେ ଆପଣା ଆପଣା ଭୂମି ବିକ୍ରୟ କଲେ; ତହିଁରେ ଯୋଷେଫ ଫାରୋଙ୍କ ନିମନ୍ତେ ମିସର ଦେଶର ସମସ୍ତ ଭୂମି କ୍ରୟ କଲେ; ତେଣୁ ସମସ୍ତ ଭୂମି ଫାରୋଙ୍କର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୋଷେଫ ଫାରୋଙ୍କ ନିମନ୍ତେ ମିଶର ଦେଶର ସମସ୍ତ ଭୂମି କ୍ରୟ କଲେ। ମିଶରରେ ସମସ୍ତ ଲୋକ ସେମାନଙ୍କର ଭୂମି ସବୁ ବିକ୍ରୟ କଲେ। ସେମାନେ ଭୋକରେ ଥିବାରୁ ଏହିପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଦୁର୍ଭିକ୍ଷ ସେମାନଙ୍କ ପ୍ରତି ଅତି ଅସହ୍ୟ ହୁଅନ୍ତେ, ମିସରୀୟମାନେ ପ୍ରତ୍ୟେକେ ଆପଣା ଆପଣା ଭୂମି ବିକ୍ରୟ କଲେ; ତହିଁରେ ଯୋଷେଫ ଫାରୋଙ୍କ ନିମନ୍ତେ ମିସର ଦେଶର ସମସ୍ତ ଭୂମି କ୍ରୟ କଲେ; ତେଣୁ ସମସ୍ତ ଭୂମି ଫାରୋଙ୍କର ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଦୁର୍ଭିକ୍ଷ ସେମାନଙ୍କ ପ୍ରତି ଅତି ଅସହ୍ୟ ହୁଅନ୍ତେ, ମିସ୍ରୀୟମାନେ ପ୍ରତ୍ୟେକେ ଆପଣା ଆପଣା ଭୂମି ବିକ୍ରୟ କଲେ; ତହିଁରେ ଯୋଷେଫ ଫାରୋଙ୍କ ନିମନ୍ତେ ମିସର ଦେଶର ସମସ୍ତ ଭୂମି କ୍ରୟ କଲେ; ତେଣୁ ସମସ୍ତ ଭୂମି ଫାରୋଙ୍କର ହେଲା।