Genesis 47:21 — Compare Translations
5 translations compared side by side
Odia - 1840
"ଏବଂ ଏହିପରି ଭାବରେ ସମସ୍ତ ଲୋକ ଫାରୋଙ୍କର ଦାସ ହେଲେ। ମିଶର ରେ ଚାରିଆଡ଼େ ଲୋକମାନେ ଫାରୋଙ୍କର ଦସ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ମିସରର ଏକ ସୀମାଠାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ନଗରେ ନଗରେ ପ୍ରଜାମାନଙ୍କୁ ପ୍ରବାସ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଏହିପରି ଭାବରେ ସମସ୍ତ ଲୋକ ଫାରୋଙ୍କର ଦାସ ହେଲେ। ମିଶରରେ ଗ୍ଭରିଆଡ଼େ ଲୋକମାନେ ଫାରୋଙ୍କର ଦାସ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ମିସରର ଏକ ସୀମାଠାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ନଗରେ ନଗରେ ପ୍ରଜାମାନଙ୍କୁ ପ୍ରବାସ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ମିସରର ଏକ ସୀମାଠାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ନଗରେ ନଗରେ ପ୍ରଜାମାନଙ୍କୁ ପ୍ରବାସ କରାଇଲେ।