Genesis 47:22 — Compare Translations

5 translations compared side by side

Odia - 1840
"ସେ କବଳେ ଯାଜକମାନଙ୍କର ଭୂମି କ୍ରଯ କଲେ ନାହିଁ। କାରଣ ଫାରୋ ସମାନଙ୍କେୁ ବୃତ୍ତି ଯୋଗାଇଲେ। ଏଣୁ ଫାରୋଙ୍କର ଦ୍ବାରା ଦିଆ ୟାଇଥିବା ବୃତ୍ତି ରେ ସମାନେେ ବଞ୍ଚୁଥିଲେ। ସମାନେେ ଆପଣା ଭୂମି ବିକ୍ରଯ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ; କାରଣ ଯାଜକମାନେ ଫାରୋଙ୍କଠାରୁ ବୃତ୍ତି ପାଇଲେ; ଏଣୁଫାରୋଙ୍କର ଦତ୍ତ ବୃତ୍ତି ଦ୍ଵାରା ସେମାନଙ୍କର ନିର୍ବାହ ହେବାରୁ ସେମାନେ ଆପଣା ଆପଣା ଭୂମି ବିକ୍ରୟ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ। କାରଣ ଫାରୋ ସେମାନଙ୍କୁ ବୃତ୍ତି ଯୋଗାଇଲେ। ଏଣୁ ଫାରୋଙ୍କର ଦ୍ୱାରା ଦିଆ ଯାଇଥିବା ବୃତ୍ତିରେ ସେମାନେ ବଞ୍ଚୁଥିଲେ। ସେମାନେ ଆପଣା ଭୂମି ବିକ୍ରୟ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ; କାରଣ ଯାଜକମାନେ ଫାରୋଙ୍କଠାରୁ ବୃତ୍ତି ପାଇଲେ; ଏଣୁ ଫାରୋଙ୍କର ଦତ୍ତ ବୃତ୍ତି ଦ୍ୱାରା ସେମାନଙ୍କର ନିର୍ବାହ ହେବାରୁ ସେମାନେ ଆପଣା ଆପଣା ଭୂମି ବିକ୍ରୟ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ; କାରଣ ଯାଜକମାନେ ଫାରୋଙ୍କଠାରୁ ବୃତ୍ତି ପାଇଲେ; ଏଣୁ ଫାରୋଙ୍କର ଦତ୍ତ ବୃତ୍ତି ଦ୍ୱାରା ସେମାନଙ୍କର ନିର୍ବାହ ହେବାରୁ ସେମାନେ ଆପଣା ଆପଣା ଭୂମି ବିକ୍ରୟ କଲେ ନାହିଁ।