Genesis 47:23 — Compare Translations
5 translations compared side by side
Odia - 1840
"ଏହାପରେ ଯୋଷଫେ ପ୍ରଜାମାନଙ୍କୁ କହିଲେ, ଆଜି ପର୍ୟ୍ଯନ୍ତ ମୁଁ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ। ଏବେ ଏହି ବିହନ ନଇେ ଭୂମିରେ ବୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫ ପ୍ରଜାମାନଙ୍କୁ କହିଲେ, ଦେଖ, ଆମ୍ଭେ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ; ଏବେ ଏହି ବିହନ ନେଇ ଭୂମିରେ ବୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଆଜି ପର୍ଯ୍ୟନ୍ତ ମୁଁ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲି। ଏବେ ଏହି ବିହନ ନେଇ ଭୂମିରେ ବୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଦେଖ, ଆମ୍ଭେ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ; ଏବେ ଏହି ବିହନ ନେଇ ଭୂମିରେ ବୁଣ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଦେଖ, ଆମ୍ଭେ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ; ଏବେ ଏହି ବିହନ ନେଇ ଭୂମିରେ ବୁଣ।