Genesis 47:24 — Compare Translations

5 translations compared side by side

Odia - 1840
"ତହିଁରୁ ଯାହା ଉତ୍ପନ୍ନ ହବେ। ତାହାର ପଞ୍ଚମାଂଶ ଫାରୋଙ୍କୁ ଦବେ। ପୁଣୁ ଅନ୍ୟ ଚାରିଅଂଶ ଭୂମିର ବିହନପାଇଁ ଓ ତୁମ୍ଭେ ତୁମ୍ଭର ପରିଜନ ଏବଂ ତୁମ୍ଭର ପିଲାମାନଙ୍କ ପାଇଁ ଖାଦ୍ୟ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରୁ ଯାହା ଉତ୍ପନ୍ନ ହେବ, ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ, ପୁଣି ଅନ୍ୟ ଚାରି ଅଂଶ ଭୂମିର ବିହନ ପାଇଁ ଓ ଆପଣା ଆପଣା ପରିଜନ ଓ ବାଳକମାନଙ୍କ ନିମନ୍ତେ ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରୁ ଯାହା ଉତ୍ପନ୍ନ ହେବ। ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ। ପୁଣି ଅନ୍ୟ ଗ୍ଭରିଅଂଶ ଭୂମିର ବିହନପାଇଁ ଓ ତୁମ୍ଭେ ତୁମ୍ଭର ପରିଜନ ଏବଂ ତୁମ୍ଭର ପିଲାମାନଙ୍କ ପାଇଁ ଖାଦ୍ୟ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରୁ ଯାହା ଉତ୍ପନ୍ନ ହେବ, ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ, ପୁଣି, ଅନ୍ୟ ଚାରି ଅଂଶ ଭୂମିର ବିହନ ପାଇଁ ଓ ଆପଣା ଆପଣା ପରିଜନ ଓ ବାଳକମାନଙ୍କ ନିମନ୍ତେ ରଖିବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରୁ ଯାହା ଉତ୍ପନ୍ନ ହେବ, ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ, ପୁଣି, ଅନ୍ୟ ଚାରି ଅଂଶ ଭୂମିର ବିହନ ପାଇଁ ଓ ଆପଣା ଆପଣା ପରିଜନ ଓ ବାଳକମାନଙ୍କ ନିମନ୍ତେ ରଖିବ।”