Genesis 47:25 — Compare Translations
5 translations compared side by side
Odia - 1840
"ଲୋକମାନେ କହିଲେ, ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ। ଆପଣଙ୍କ କୃପା ଦୃଷ୍ଟି ହେଲେ ଆମ୍ଭମାନେ ଫାରୋଙ୍କର ଦାସ ହବେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ କହିଲେ, ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ; ଆପଣଙ୍କ କୃପାଦୃଷ୍ଟି ହେଲେ, ଆମ୍ଭେମାନେ ଫାରୋଙ୍କର ଦାସ ହେବୁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ କହିଲେ, “ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ। ଆପଣଙ୍କ କୃପା ଦୃଷ୍ଟି ହେଲେ ଆମ୍ଭେମାନେ ଫାରୋଙ୍କର ଦାସ ହେବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ କହିଲେ, “ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ; ଆପଣଙ୍କ କୃପାଦୃଷ୍ଟି ହେଲେ, ଆମ୍ଭେମାନେ ଫାରୋଙ୍କର ଦାସ ହେବୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ କହିଲେ, “ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ; ଆପଣଙ୍କ କୃପାଦୃଷ୍ଟି ହେଲେ, ଆମ୍ଭେମାନେ ଫାରୋଙ୍କର ଦାସ ହେବୁ।”