Genesis 47:26 — Compare Translations

5 translations compared side by side

Odia - 1840
"ପଞ୍ଚମାଂଶ ଫାରୋ ପାଇବେ। ମିଶରର ସମସ୍ତ ଭୂମି ବିଷଯ ରେ ଯୋଷଫଙ୍କେର ସ୍ଥାପିତ ଏହି ନିଯମ ଆଜି ପର୍ୟ୍ଯନ୍ତ ଚଳୁଅଛି। କବଳେ ଯାଜକମାନଙ୍କର ଭୂମି ଫାରୋଙ୍କର ହେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଞ୍ଚମାଂଶ ଫାରୋ ପାଇବେ, ମିସରର ସମସ୍ତ ଭୂମି ବିଷୟରେ ଯୋଷେଫଙ୍କର ସ୍ଥାପିତ ଏହି ନିୟମ ଆଜି ପର୍ଯ୍ୟନ୍ତ ଚଳୁଅଛି; କେବଳ ଯାଜକମାନଙ୍କର ଭୂମି ଫାରୋଙ୍କର ହେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପଞ୍ଚମାଂଶ ଫାରୋ ପାଇବେ। ମିଶରର ସମସ୍ତ ଭୂମି ବିଷୟରେ ଯୋଷେଫଙ୍କର ସ୍ଥାପିତ ଏହି ନିୟମ ଆଜି ପର୍ଯ୍ୟନ୍ତ ଚଳୁଅଛି। କେବଳ ଯାଜକମାନଙ୍କର ଭୂମି ଫାରୋଙ୍କର ହେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଞ୍ଚମାଂଶ ଫାରୋ ପାଇବେ, ମିସରର ସମସ୍ତ ଭୂମି ବିଷୟରେ ଯୋଷେଫଙ୍କର ସ୍ଥାପିତ ଏହି ନିୟମ ଆଜି ପର୍ଯ୍ୟନ୍ତ ଚଳୁଅଛି; କେବଳ ଯାଜକମାନଙ୍କର ଭୂମି ଫାରୋଙ୍କର ହେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପଞ୍ଚମାଂଶ ଫାରୋ ପାଇବେ, ମିସରର ସମସ୍ତ ଭୂମି ବିଷୟରେ ଯୋଷେଫଙ୍କର ସ୍ଥାପିତ ଏହି ନିୟମ ଆଜି ପର୍ଯ୍ୟନ୍ତ ଚଳୁଅଛି; କେବଳ ଯାଜକମାନଙ୍କର ଭୂମି ଫାରୋଙ୍କର ହେଲା ନାହିଁ।