Genesis 47:27 — Compare Translations
5 translations compared side by side
Odia - 1840
"ସେ ସମୟରେ ଇଶ୍ରାୟେଲ (ଯାକୁବ) ମିଶର ରେ ଗୋଶନ ପ୍ରଦେଶ ରେ ବାସ କଲେ। ସଠାେରେ ଇଶ୍ରାୟେଲମାନେ ସଫଲ ହେଲେ ଏବଂ ସମାନଙ୍କେର ପରିବାରସବୁ ବୃଦ୍ଧି ପାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୟରେ ଇସ୍ରାଏଲ ମିସରର ଗୋଶନ ପ୍ରଦେଶରେ ବାସ କଲେ, ପୁଣି ସେଠାରେ ସେମାନେ ଅଧିକାର ପାଇ ପ୍ରଜାବ; ଓ ଅତିଶୟ ବହୁବଂଶ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶବକୁ ମିଶରରେ କବର ଦେବ ନାହିଁ ସେ ସମୟରେ ଇସ୍ରାଏଲ (ଯାକୁବ) ମିଶରରେ ଗୋଶନ ପ୍ରଦେଶରେ ବାସ କଲେ। ସେଠାରେ ଇସ୍ରାଏଲମାନେ ସଫଲ ହେଲେ ଏବଂ ସେମାନଙ୍କର ପରିବାରସବୁ ବୃଦ୍ଧି ପାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଇସ୍ରାଏଲ ମିସରର ଗୋଶନ ପ୍ରଦେଶରେ ବାସ କଲେ, ପୁଣି, ସେଠାରେ ସେମାନେ ଅଧିକାର ପାଇ ପ୍ରଜାବନ୍ତ ଓ ଅତିଶୟ ବହୁବଂଶ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସମୟରେ ଇସ୍ରାଏଲ ମିସରର ଗୋଶନ ପ୍ରଦେଶରେ ବାସ କଲେ, ପୁଣି, ସେଠାରେ ସେମାନେ ଅଧିକାର ପାଇ ପ୍ରଜାବନ୍ତ ଓ ଅତିଶୟ ବହୁବଂଶ ହେଲେ।