Genesis 47:28 — Compare Translations

5 translations compared side by side

Odia - 1840
"ଯାକୁବ ମିଶର ଦେଶ ରେ ସତର ବର୍ଷ କାଳକ୍ଷପେଣ କଲେ ଏବଂ ତାଙ୍କର ପରମାଯୁ 147 ବର୍ଷ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାକୁବ ମିସର ଦେଶରେ ସତର ବରଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ମିଶର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ ଏବଂ ତାଙ୍କର ପରମାୟୁ 147 ବର୍ଷ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାକୁବ ମିସର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଯାକୁବ ମିସର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା।