Genesis 47:29 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲଙ୍କର ମରଣ ଦିନ ପାଖଇେ ଆସିବାରୁ ସେ ଆପଣା ପୁତ୍ର ଯୋଷଫଙ୍କେୁ ଡ଼ାକି କହିଲେ, ମୁଁ ଯବେେ ତୁମ୍ଭ ସାକ୍ଷାତ ରେ ଅନୁଗ୍ରହ ପାଇଲି, ତବେେ ବିନଯ କରୁଅଛି, ତୁମ୍ଭେ ମାେ ଜଙ୍ଘ ରେ ହସ୍ତ ଦିଅ। ପୁଣି ମାେ ପ୍ରତି ଦୟା ଓ ସତ୍ଯ ବ୍ଯବହାର କରି ମାେତେ ଏହି ମିଶର ଦେଶ ରେ କବର ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, ମୁଁ ଯେବେ ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲଙ୍କର ମରଣ ଦିନ ପାଖେଇ ଆସିବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡାକି କହିଲେ, “ମୁଁ ଯେବେ ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋ’ ଜଙ୍ଘରେ ହସ୍ତ ଦିଅ। ପୁଣି ମୋ’ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ମୋତେ ଏହି ମିଶର ଦେଶରେ କବର ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋ’ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋ’ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ।