Genesis 47:3 — Compare Translations
5 translations compared side by side
Odia - 1840
"ଫାରୋ ତାଙ୍କର ଭାଇମାନଙ୍କୁ ପଚାରିଲେ, ତୁମ୍ଭେ କି କାର୍ୟ୍ଯ କରୁଅଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଫାରୋ ଯୋଷେଫଙ୍କ ଭାଇମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର କେଉଁ ବ୍ୟବସାୟ? ସେମାନେ ଫାରୋଙ୍କୁ କହିଲେ, ଆପଣଙ୍କର ଏହି ଦାସମାନେ ପୂର୍ବପୁରୁଷାନୁକ୍ରମେ ପଶୁପାଳକ ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ତାଙ୍କର ଭାଇମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କି କାର୍ଯ୍ୟ କରୁଅଛ?” ଭାଇମାନେ ଫାରୋଙ୍କୁ ଉତ୍ତର ଦେଲେ, “ହେ ଆମ୍ଭର ମହାଶୟ, ଆମ୍ଭେମାନେ ମେଷପାଳକ ଅଟୁ, ଆମ୍ଭର ପୂର୍ବପୁରୁଷମାନେ ପୂର୍ବରୁ ମେଷପାଳକ ଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଫାରୋ ଯୋଷେଫଙ୍କ ଭାଇମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କର କେଉଁ ବ୍ୟବସାୟ?” ସେମାନେ ଫାରୋଙ୍କୁ କହିଲେ, “ଆପଣଙ୍କର ଏହି ଦାସମାନେ ପୂର୍ବପୁରୁଷାନୁକ୍ରମେ ପଶୁପାଳକ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଫାରୋ ଯୋଷେଫଙ୍କ ଭାଇମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କର କେଉଁ ବ୍ୟବସାୟ?” ସେମାନେ ଫାରୋଙ୍କୁ କହିଲେ, “ଆପଣଙ୍କର ଏହି ଦାସମାନେ ପୂର୍ବପୁରୁଷାନୁକ୍ରମେ ପଶୁପାଳକ।”