Genesis 47:30 — Compare Translations
5 translations compared side by side
Odia - 1840
"ମୁଁ ମାରେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶଯନ କଲେ ତୁମ୍ଭେ ମାେତେ ଏହି ମିଶର ଦେଶରୁ ନଇୟୋଇ ସମାନଙ୍କେର କବର ସ୍ଥାନ ରେ କବରଶାଯୀ କରିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ତୁମ୍ଭେ ମୋତେ ଏହି ମିସର ଦେଶରୁ ଘେନିଯାଇ ସେମାନଙ୍କ କବର ସ୍ଥାନରେ କବରଶାୟୀ କରାଅ । ତହିଁରେ ଯୋଷେଫ କହିଲେ, ତୁମ୍ଭ ଆଜ୍ଞା ପ୍ରମାଣେ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ ତୁମ୍ଭେ ମୋତେ ଏହି ମିଶର ଦେଶରୁ ନେଇଯାଇ ସେମାନଙ୍କର କବର ସ୍ଥାନରେ କବରଶାୟୀ କରାଅ।” ଯୋଷେଫ କହିଲେ, “ମୁଁ ପ୍ରତିଜ୍ଞା କରୁଅଛି ତୁମ୍ଭର ଇଚ୍ଛାନୁସାରେ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ତୁମ୍ଭେ ମୋତେ ଏହି ମିସର ଦେଶରୁ ଘେନିଯାଇ ସେମାନଙ୍କ କବର ସ୍ଥାନରେ କବରଶାୟୀ କରାଅ।” ତହିଁରେ ଯୋଷେଫ କହିଲେ, “ତୁମ୍ଭ ଆଜ୍ଞା ପ୍ରମାଣେ କରିବି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ତୁମ୍ଭେ ମୋତେ ଏହି ମିସର ଦେଶରୁ ଘେନିଯାଇ ସେମାନଙ୍କ କବର ସ୍ଥାନରେ କବରଶାୟୀ କରାଅ।” ତହିଁରେ ଯୋଷେଫ କହିଲେ, “ତୁମ୍ଭ ଆଜ୍ଞା ପ୍ରମାଣେ କରିବି।”