Genesis 47:31 — Compare Translations

5 translations compared side by side

Odia - 1840
"ଏହାପରେ ଯାକୁବ କହିଲେ, ତୁମ୍ଭେ ଶପଥ କର। ଏବଂ ଯୋଷଫେ ତାଙ୍କ ସମ୍ମୁଖ ରେ ଶପଥ କଲେ। ଏହାପରେ ଇଶ୍ରାୟେଲ ଶୟ୍ଯା ରେ ମୁଣ୍ଡ ଆଡ଼େ ପ୍ରଣାମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାକୁବ ଯୋଷେଫଙ୍କୁ ଶପଥ କରିବାକୁ କହନ୍ତେ, ସେ ତାଙ୍କ ନିକଟରେ ଶପଥ କଲେ। ସେତେବେଳେ ଇସ୍ରାଏଲ ଶଯ୍ୟାର ମୁଣ୍ତଆଡ଼େ ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯାକୁବ କହିଲେ, “ତୁମ୍ଭେ ଶପଥ କର।” ଏବଂ ଯୋଷେଫ ତାଙ୍କ ସମ୍ମୁଖରେ ଶପଥ କଲେ। ଏହା ପରେ ଇସ୍ରାଏଲ ଶଯ୍ୟାର ମୁଣ୍ଡ ଆଡ଼େ ପ୍ରଣାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାକୁବ ଯୋଷେଫଙ୍କୁ ଶପଥ କରିବାକୁ କହନ୍ତେ, “ସେ ତାଙ୍କ ନିକଟରେ ଶପଥ କଲେ।” ସେତେବେଳେ ଇସ୍ରାଏଲ ଶଯ୍ୟାର ମୁଣ୍ଡଆଡ଼େ ପ୍ରଣାମ କରି ପରମେଶ୍ୱରଙ୍କ ଆରାଧନା କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାକୁବ ଯୋଷେଫଙ୍କୁ ଶପଥ କରିବାକୁ କହନ୍ତେ, “ସେ ତାଙ୍କ ନିକଟରେ ଶପଥ କଲେ।” ସେତେବେଳେ ଇସ୍ରାଏଲ ଶଯ୍ୟାର ମୁଣ୍ଡଆଡ଼େ ପ୍ରଣାମ କରି ପରମେଶ୍ବରଙ୍କ ଆରାଧନା କଲେ।