Genesis 47:4 — Compare Translations
5 translations compared side by side
Odia - 1840
"ସମାନେେ ଫାରୋଙ୍କୁ କହିଲେ, କିଣାନର ଦୁର୍ଭିକ୍ଷ ବହୁତ ଖରାପ ଅଛି। ଆମ୍ଭମାନଙ୍କର ପଶୁମାନଙ୍କ ପାଇଁ ସଠାେରେ କୌଣସି ଭୂମିରେ ଘାସ କଅଁଳୁ ନାହିଁ। ତେଣୁ ଆମ୍ଭମାନେେ ଏହିଠାକୁ ବାସ କରିବାକୁ ଆସିଅଛୁ। ଆମ୍ଭେ ଦୟାକରି ଗୋନ ଦେଶ ରେ ରହି ପାରିବୁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଫାରୋଙ୍କୁ ଆହୁରି କହିଲେ, ଆମ୍ଭେମାନେ ଏ ଦେଶରେ ପ୍ରବାସ କରିବାକୁ ଆସିଅଛୁ; ଯେଣୁ ଆପଣଙ୍କ ଏହି ଦାସମାନଙ୍କ ପଶୁପଲ ପାଇଁ କିଛି ଚରା ନାହିଁ; କିଣାନ ଦେଶରେ ଅତି ଭାରୀ ଦୁର୍ଭିକ୍ଷ ପଡ଼ିଅଛି; ଏହେତୁ ବିନତି କରୁଅଛୁ, ଆପଣ ଏହି ଦାସମାନଙ୍କୁ ଗୋଶନ ପ୍ରଦେଶରେ ବାସ କରିବାକୁ ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଫାରୋଙ୍କୁ କହିଲେ, “କିଣାନର ଦୁର୍ଭିକ୍ଷ ବହୁତ ଖରାପ ଅଛି। ଆମ୍ଭମାନଙ୍କର ପଶୁମାନଙ୍କ ପାଇଁ ସେଠାରେ କୌଣସି ଭୂମିରେ ଘାସ କଅଁଳୁ ନାହିଁ। ତେଣୁ ଆମ୍ଭେମାନେ ଏହିଠାକୁ ବାସ କରିବାକୁ ଆସିଅଛୁ। ଆମ୍ଭେ ଦୟାକରି ଗୋଶନ ଦେଶରେ ରହି ପାରିବୁ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଫାରୋଙ୍କୁ ଆହୁରି କହିଲେ, “ଆମ୍ଭେମାନେ ଏ ଦେଶରେ ପ୍ରବାସ କରିବାକୁ ଆସିଅଛୁ; ଯେଣୁ ଆପଣଙ୍କ ଏହି ଦାସମାନଙ୍କ ପଶୁପଲ ପାଇଁ କିଛି ଚରା ନାହିଁ; କିଣାନ ଦେଶରେ ଅତି ଭାରୀ ଦୁର୍ଭିକ୍ଷ ପଡ଼ିଅଛି; ଏହେତୁ ବିନତି କରୁଅଛୁ, ଆପଣ ଏହି ଦାସମାନଙ୍କୁ ଗୋଶନ ପ୍ରଦେଶରେ ବାସ କରିବାକୁ ଦେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ଫାରୋଙ୍କୁ ଆହୁରି କହିଲେ, “ଆମ୍ଭେମାନେ ଏ ଦେଶରେ ପ୍ରବାସ କରିବାକୁ ଆସିଅଛୁ; ଯେଣୁ ଆପଣଙ୍କ ଏହି ଦାସମାନଙ୍କ ପଶୁପଲ ପାଇଁ କିଛି ଚରା ନାହିଁ; କିଣାନ ଦେଶରେ ଅତି ଭାରି ଦୁର୍ଭିକ୍ଷ ପଡ଼ିଅଛି; ଏହେତୁ ବିନତି କରୁଅଛୁ, ଆପଣ ଏହି ଦାସମାନଙ୍କୁ ଗୋଶନ ପ୍ରଦେଶରେ ବାସ କରିବାକୁ ଦେଉନ୍ତୁ।”