Genesis 47:5 — Compare Translations
5 translations compared side by side
Odia - 1840
"ଏହାପରେ ଫାରୋ ଯୋଷଫଙ୍କେୁ କହିଲେ, ତୁମ୍ଭର ପିତା ଓ ତୁମ୍ଭର ଭାଇମାନେ ତୁମ୍ଭ ନିକଟକୁ ଆସି ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଫାରୋ ଯୋଷେଫଙ୍କୁ ଆଜ୍ଞା ଦେଲେ, ତୁମ୍ଭର ପିତା ଓ ଭ୍ରାତୃଗଣ ତୁମ୍ଭ ନିକଟକୁ ଆସି ଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭର ପିତା ଓ ତୁମ୍ଭର ଭାଇମାନେ ତୁମ୍ଭ ନିକଟକୁ ଆସି ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଫାରୋ ଯୋଷେଫଙ୍କୁ ଆଜ୍ଞା ଦେଲେ, “ତୁମ୍ଭର ପିତା ଓ ଭ୍ରାତୃଗଣ ତୁମ୍ଭ ନିକଟକୁ ଆସିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଫାରୋ ଯୋଷେଫଙ୍କୁ ଆଜ୍ଞା ଦେଲେ, “ତୁମ୍ଭର ପିତା ଓ ଭ୍ରାତୃଗଣ ତୁମ୍ଭ ନିକଟକୁ ଆସି ଅଛନ୍ତି,