Genesis 47:7 — Compare Translations
5 translations compared side by side
Odia - 1840
"ଏହାପରେ ଯୋଷଫେ ତାଙ୍କର ପିତା ଯାକୁବଙ୍କୁ ଫାରୋଙ୍କ ସହିତ ସାକ୍ଷାତ କରାଇଲେ। ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋଷେଫ ତାଙ୍କର ପିତା ଯାକୁବଙ୍କୁ ଫାରୋଙ୍କ ସହିତ ସାକ୍ଷାତ କରାଇଲେ। ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।