Genesis 47:8 — Compare Translations
5 translations compared side by side
Odia - 1840
"ଏବଂ ଫାରୋ ତାଙ୍କୁ ପଚାରିଲେ, ତୁମ୍ଭର ବଯସ କେତେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, ଆପଣଙ୍କ ପରମାୟୁର ଦିନ କେତେ?
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଫାରୋ ତାଙ୍କୁ ପଗ୍ଭରିଲେ, “ତୁମ୍ଭର ବୟସ କେତେ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, “ଆପଣଙ୍କ ପରମାୟୁର ଦିନ କେତେ?”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, “ଆପଣଙ୍କ ପରମାୟୁର ଦିନ କେତେ?”