Genesis 47:9 — Compare Translations

5 translations compared side by side

Odia - 1840
"ଯାକୁବ ଫାରୋଙ୍କୁ କହିଲେ, ମାରେ ପ୍ରବାସ କାଳର ଦିନ 130 ବର୍ଷ, ମାରେ ପରମାଯୁର ଦିନ ଅଳ୍ପ ଓ ଆପଦଜନକ। ପୁଣି ମାରହେ ପୂର୍ବପୁରୁଷମାନଙ୍କର ପ୍ରବାସ କାଳୀନ ଆଯୁର ଦିନ ତୁଲ୍ଯ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାକୁବ ଫାରୋଙ୍କୁ କହିଲେ, ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋʼ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଫାରୋଙ୍କୁ କହିଲେ, “ମୋର ପ୍ରବାସ କାଳର ଦିନ 130 ବର୍ଷ, ମୋର ପରମାୟୁର ଦିନ ଅଳ୍ପ ଓ ଆପଦଜନକ। ପୁଣି ମୋରହ ପୂର୍ବପୁରୁଷମାନଙ୍କର ପ୍ରବାସ କାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋʼ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”
Odia IRV 2017 (ଓଡିଆ ବାଇବେଲ)
ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋ’ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”