Genesis 48:1 — Compare Translations

5 translations compared side by side

Odia - 1840
"ପରେ, ଯୋଷଫେ ଜାଣିବାକୁ ପାଇଲେ ଯେ ତାଙ୍କର ପିତା ବହୁତ ଅସୁସ୍ଥ ହାଇେ ପଡ଼ିଛନ୍ତି। ତେଣୁ ଯୋଷଫେ ତାଙ୍କର ଦୁଇ ପୁତ୍ର ମନଃଶ ଓ ଅଫ୍ରାଯିମଙ୍କୁ ନଇେ ତାଙ୍କର ପିତାଙ୍କ ନିକଟକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ଵାଦ ଦେଇ କହିଲା; ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି; ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶି ଓ ଇଫ୍ରୟିମଙ୍କୁ ଆଶୀର୍ବାଦ ପରେ, ଯୋଷେଫ ଜାଣିବାକୁ ପାଇଲେ ଯେ ତାଙ୍କର ପିତା ବହୁତ ଅସୁସ୍ଥ ହୋଇ ପଡ଼ିଛନ୍ତି। ତେଣୁ ଯୋଷେଫ ତାଙ୍କର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ନେଇ ତାଙ୍କର ପିତାଙ୍କ ନିକଟକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇ ଗଲେ।