Genesis 48:10 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ବହୁତ ବୃଦ୍ଧ ହାଇେଥିବାରୁ ତାଙ୍କୁ ଭଲ ଦଖାେ ଯାଉ ନଥିଲା। ତେଣୁ ଯୋଷଫେ ତାଙ୍କର ପୁତ୍ରମାନଙ୍କୁ ଇଶ୍ରାୟେଲଙ୍କ ନିକଟକୁ ନେଲେ। ଇଶ୍ରାୟେଲ ସମାନଙ୍କେୁ ଚୁମ୍ବନ ଦେଲେ ଓ କୋଳାଇ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୟରେ ଇସ୍ରାଏଲ ବୃଦ୍ଧାବସ୍ଥା ପ୍ରଯୁକ୍ତ କ୍ଷୀଣଦୃଷ୍ଟି ହେବାରୁ ସ୍ପଷ୍ଟ ରୂପେ ଦେଖି ପାରିଲେ ନାହିଁ । ଏଣୁ ଯୋଷେଫ ତାଙ୍କ କତିକି ସେମାନଙ୍କୁ ଆଣି ଦିଅନ୍ତେ, ସେ ସେମାନଙ୍କୁ ଚୁମ୍ଵନ ଓ ଆଲିଙ୍ଗନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ବହୁତ ବୃଦ୍ଧ ହୋଇଥିବାରୁ ତାଙ୍କୁ ଭଲ ଦେଖା ଯାଉ ନ ଥିଲା। ତେଣୁ ଯୋଷେଫ ତାଙ୍କର ପୁତ୍ରମାନଙ୍କୁ ଇସ୍ରାଏଲଙ୍କ ନିକଟକୁ ନେଲେ। ଇସ୍ରାଏଲ ସେମାନଙ୍କୁ ଚୁମ୍ବନ ଦେଲେ ଓ କୋଳେଇ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଇସ୍ରାଏଲ ବୃଦ୍ଧାବସ୍ଥା ହେତୁ କ୍ଷୀଣଦୃଷ୍ଟି ହେବାରୁ ସ୍ପଷ୍ଟରୂପେ ଦେଖି ପାରିଲେ ନାହିଁ। ଏଣୁ ଯୋଷେଫ ତାଙ୍କ କତିକି ସେମାନଙ୍କୁ ଆଣି ଦିଅନ୍ତେ, ସେ ସେମାନଙ୍କୁ ଚୁମ୍ବନ ଓ ଆଲିଙ୍ଗନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଇସ୍ରାଏଲ ବୃଦ୍ଧାବସ୍ଥା ହେତୁ କ୍ଷୀଣଦୃଷ୍ଟି ହେବାରୁ ସ୍ପଷ୍ଟ ରୂପେ ଦେଖି ପାରିଲେ ନାହିଁ। ଏଣୁ ଯୋଷେଫ ତାଙ୍କ କତିକି ସେମାନଙ୍କୁ ଆଣି ଦିଅନ୍ତେ, ସେ ସେମାନଙ୍କୁ ଚୁମ୍ବନ ଓ ଆଲିଙ୍ଗନ କଲେ।