Genesis 48:11 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲ, ଯୋଷଫଙ୍କେୁ କହିଲା, ମୁଁ କବେେ ବି ଭାବି ନଥିଲି ମୁଁ ତୁମ୍ଭକୁ ଆଉ ଦେଖିପାରିବି। କିନ୍ତୁ ଦେଖ! ପରମେଶ୍ବର ତୁମ୍ଭକୁ ଓ ତୁମ୍ଭର ସନ୍ତାନମାନଙ୍କୁ ଦଖାଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ ଯୋଷେଫଙ୍କୁ କହିଲେ, ମୁଁ ଭାବିଥିଲି, ତୁମ୍ଭ ମୁଖ ଆଉ ଦେଖି ପାରିବି ନାହିଁ; ମାତ୍ର ଦେଖ, ପରମେଶ୍ଵର ତୁମ୍ଭର ବଂଶ ମଧ୍ୟ ମୋତେ ଦେଖାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲ, ଯୋଷେଫଙ୍କୁ କହିଲେ, “ମୁଁ କେବେ ବି ଭାବି ନ ଥିଲି ମୁଁ ତୁମ୍ଭକୁ ଆଉ ଦେଖି ପାରିବି। କିନ୍ତୁ ଦେଖ, ପରମେଶ୍ୱର ତୁମ୍ଭକୁ ଓ ତୁମ୍ଭର ସନ୍ତାନମାନଙ୍କୁ ଦେଖାଇଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ମୁଁ ଭାବିଥିଲି, ତୁମ୍ଭ ମୁଖ ଆଉ ଦେଖି ପାରିବି ନାହିଁ; ମାତ୍ର ଦେଖ, ପରମେଶ୍ୱର ତୁମ୍ଭର ବଂଶ ମଧ୍ୟ ମୋତେ ଦେଖାଇଲେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ମୁଁ ଭାବିଥିଲି, ତୁମ୍ଭ ମୁଖ ଆଉ ଦେଖି ପାରିବି ନାହିଁ; ମାତ୍ର ଦେଖ, ପରମେଶ୍ୱର ତୁମ୍ଭର ବଂଶ ମଧ୍ୟ ମୋତେ ଦେଖାଇଲେ।”