Genesis 48:12 — Compare Translations
5 translations compared side by side
Odia - 1840
"ଏହାପରେ ଯୋଷଫେ ପିତାଙ୍କର କୋଳରୁ ସମାନଙ୍କେୁ ନଇେ ଆପେ ଭୂମିଷ୍ଠ ପ୍ରମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯୋଷେଫ ପିତାଙ୍କର ଦୁଇ ଜଙ୍ଘ ମଧ୍ୟରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋଷେଫ ପିତାଙ୍କର କୋଳରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯୋଷେଫ ପିତାଙ୍କର ଦୁଇ ଜଙ୍ଘ ମଧ୍ୟରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯୋଷେଫ ପିତାଙ୍କର ଦୁଇ ଜଙ୍ଘ ମଧ୍ୟରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ।