Genesis 48:13 — Compare Translations
5 translations compared side by side
Odia - 1840
"ଯୋଷଫେ ସେ ଦୁହିଁଙ୍କୁ ନଇେ ଆପଣା ଦକ୍ଷିଣ ହସ୍ତ ରେ ଇଫ୍ରଯିମକୁ ଧରି ଇଶ୍ରାୟେଲଙ୍କ ବାମ ଭାଗ ରେ ଓ ବାମ ହସ୍ତ ରେ ମନଃଶିକୁ ଧରି ଇଶ୍ରାୟେଲଙ୍କ ଦକ୍ଷିଣ ଭାଗ ରେ ଉପସ୍ଥିତ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫ ସେ ଦୁହିଁଙ୍କି ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ଭାଗରେ ଓ ବାମ ହସ୍ତରେ ମନଃଶିକି ଧରି ଇସ୍ରାଏଲଙ୍କ ଦକ୍ଷିଣ ଭାଗରେ ଉପସ୍ଥିତ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ଭାଗରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଦକ୍ଷିଣ ଭାଗରେ ଉପସ୍ଥିତ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ପାର୍ଶ୍ୱରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଡାହାଣ ପାର୍ଶ୍ୱରେ ଉପସ୍ଥିତ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ପାର୍ଶ୍ୱରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଡାହାଣ ପାର୍ଶ୍ୱରେ ଉପସ୍ଥିତ କରାଇଲେ।