Genesis 48:14 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ନିଜର ଦକ୍ଷିଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରଯିମର ମୁଣ୍ଡ ରେ ତାଙ୍କର ବାମ ହସ୍ତ ରଖିଲେ। ଏହାପରେ ଇଶ୍ରାୟେଲ ତାଙ୍କର ବାମହସ୍ତ ମନଃଶିର ମସ୍ତ ଉପରେ ରଖିଲେ ୟିଏକି ପ୍ରଥମେ ଜନ୍ମ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ ଆପଣା ଦକ୍ଷିଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନା ପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ନିଜର ଦକ୍ଷିଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମୁଣ୍ଡରେ ତାଙ୍କର ବାମ ହସ୍ତ ରଖିଲେ। ଏହା ପରେ ଇସ୍ରାଏଲ ତାଙ୍କର ବାମହସ୍ତ ମନଃଶିର ମସ୍ତକ ଉପରେ ରଖିଲେ ଯିଏ କି ପ୍ରଥମେ ଜନ୍ମ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ ଆପଣା ଡାହାଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି, ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନାପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ ଆପଣା ଡାହାଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି, ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନା ପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା।