Genesis 48:15 — Compare Translations

5 translations compared side by side

Odia - 1840
"ଅନନ୍ତର ଇଶ୍ରାୟେଲ ଯୋଷଫଙ୍କେୁ ଆଶୀର୍ବାଦ କରି କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, ଯେଉଁ ପରମେଶ୍ଵରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ଵର ଜନ୍ମାବଧି ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ଇସ୍ରାଏଲ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋର ପୂର୍ବପୁରୁଷ ଅବ୍ରହାମ ଓ ଇ‌ସ୍‌ହାକ ଗମନାଗମନ କରିଥିଲେ। ଯେଉଁ ପରମେଶ୍ୱର ଜନ୍ମାବଧି ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,